କାହିଁକି ପାଳନ ହୁଏ ରଜ ପର୍ବ? କାହିଁକି ଏହି ୩ ଦିନ ଝିଅମାନଙ୍କୁ କାମ କରିବାକୁ ବାରଣ କରାଯାଏ? ଜାଣନ୍ତୁ ଏହାର ରହସ୍ୟ

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର … Read more