ପୂର୍ବରୁ ଏମିତି ଅଭିଯୋଗ କହିଥିଲେ ପୀଡ଼ିତା, ଅଧ୍ୟାପକଙ୍କ ନାଁ ରେ ମିଡିଆ ଆଗରେ କ’ଣ କହିଥିଲେ ପୀଡ଼ିତା ଛାତ୍ରୀ ଦେଖନ୍ତୁ
ଏଫ୍ଏମ୍ ସ୍ବୟଂଶାସିତ କଲେଜରେ ଘଟିଥିବା ମାମଲାରେ ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶି ଇଣ୍ଟିଗ୍ରେଟେଡ଼ ବିଏଡ଼ କରୁଥିଲେ। ସେ ଭୋଗରାଇ ଅଞ୍ଚଳର ଝିଅ। ଏବିଭିପି ସହ ସେ ୨୦୨୧-୨୨ ରୁ ଜଡିତ ଥିଲେ । ସେ ମାର୍ଶାଲ ଆର୍ଟରେ ସେଲ୍ଫ ଡିଫେନ୍ସ ଟ୍ରେନିଂ ନେଇଥିଲେ । ବିଭିନ୍ନ କଲେଜକୁ ଯାଇ ସେ ଅନ୍ୟମାନଙ୍କୁ ସେଲ୍ଫ ଡିଫେନ୍ସ ଟ୍ରେନିଂ ଦେଉଥିଲେ। ଅନ୍ୟଙ୍କୁ ଆତ୍ମରକ୍ଷା ତାଲିମ ଦେଉଥିବା ଛାତ୍ରୀ ଜଣଙ୍କ ନିଜେ ଅସହାୟ ହୋଇ ଶେଷରେ ନିଜ ଜୀବନ ନେବାକୁ ସହଜ … Read more