ଓଡିଶାରେ ଅଫିସରଙ୍କୁ ତାଲିବାନୀ ମାଡ଼, ସରକାର କରୁଛି କ’ଣ? ଏଥିପାଇଁ ଦାୟୀ କିଏ? ଜାଣନ୍ତୁ
ସୋମବାର ବିଏମ୍ସି ମୁଖ୍ୟାଳୟରେ ଅଭିଯୋଗ ଶୁଣାଣି ଚାଲିଥିଲା । ମେୟରଙ୍କ ପ୍ରକୋଷ୍ଠକୁ ଲାଗିଥିବା ପ୍ରକୋଷ୍ଠରେ ଅତିରିକ୍ତ କମିଶନର ରତ୍ନାକର ସାହୁ ଲୋକଙ୍କ ଅଭିଯୋଗ ଶୁଣୁଥିଲେ । ବିଏମ୍ସିର ଅନ୍ୟ ବରିଷ୍ଠ ଅଧିକାରୀ ମାନେ ବି ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ । ଅଚାନକ ବିଜେପି କର୍ପୋରେଟର ଜୀବନଙ୍କ ସହ ୬ରୁ ୭ଜଣ ଦୁର୍ବୃତ୍ତ ଅଭିଯୋଗ ପ୍ରକୋଷ୍ଠକୁ ପଶିଥିଲେ । ସ୍ୱଚ୍ଛ ସୁପରଭାଇଜରଙ୍କ ଉପରେ ହୋଇଥିବା ତଦନ୍ତର ରିପୋର୍ଟ ବଦଳାଇବାକୁ ଦାବି କରିଥିଲେ । କିନ୍ତୁ ଅତିରିକ୍ତ କମିଶନର … Read more