ନବୀନ ପଟ୍ଟନାୟକଙ୍କୁ ହେଇଛି ବଡ଼ ରୋଗ, ଚିକିତ୍ସା ପାଇଁ ଓଡ଼ିଶା ଛାଡି ଯିବେ ମୁମ୍ୱାଇକୁ, ଜାଣନ୍ତୁ ପୁରା ଖବର
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ। ଆସନ୍ତା ୨୨ ତାରିଖରେ ମୁମ୍ବାଇରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ । ମୁମ୍ବଇରେ ଥିବା କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବେ। ସେଠାରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ … Read more