ପିନାକୀ ଙ୍କୁ ବିବାହ କରି ଲୁଚି ଲୁଚି ଆଉ ଜଣଙ୍କୁ ଭଲ ପାଉଥିଲେ ଓଡ଼ିଆ ବୋହୂ ମହୁଆ! ଜାଣନ୍ତୁ ପୁରା ଖବର
ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସିରୁ ଦୁଇ ଥର ସାଂସଦ ହୋଇଥିବା ମହୁଆ ମୋଇତ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ବେଶ ଗୁପ୍ତ ଭାବେ ପୂର୍ବତନ ସାଂସଦ ପିନାକୀ ମିଶ୍ରଙ୍କୁ ବିବାହ କରିଛନ୍ତି। ଜର୍ମାନୀରେ ଉଭୟ ପରସ୍ପରର ହାତ ଧରିଛନ୍ତି। ପିନାକୀ ବିଜେଡି ଟିକେଟରୁ ଓଡ଼ିଶାର ପୁରୀରୁ କ୍ରମାଗତ ୩ ଥର ବିଜୟୀ ହୋଇଥିଲେ। ୨୦୨୪ରେ ବିଜେଡି ତାଙ୍କୁ ନିର୍ବାଚନ ଲଢ଼ିବାକୁ ଟିକେଟ ଦେଇ ନଥିଲା। ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ୱିତୀୟ ବିବାହ। ପୂର୍ବରୁ ସେ … Read more