ପୁଣି ମିଳିବ ସୁଭଦ୍ରା ଟଙ୍କା, ଏଥର ଏହି ମହିଳା ମାନଙ୍କୁ ୧୦ ହଜାର ବଦଳରେ ମିଳିବ ୧୨ ହଜାର, ଜାଣନ୍ତୁ ପୁରା ଖବର
ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ, ୧୭ ସେପ୍ଟେମ୍ବର, ୨୦୨୪ରେ ସୁଭଦ୍ରା ଯୋଜନା ଆରମ୍ଭ ହୋଇଥିଲା । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ୫ ହଜାର ଟଙ୍କା ଜମା ହୋଇଥିଲା । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ଏହି ଯୋଜନାରେ ପ୍ରାୟ ୩୯ ଲକ୍ଷ ହିତାଧିକାରୀ ଉପକୃତ ହୋଇଥିଲେ । ତେବେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। କୋଟିଏରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ … Read more