ପେଟ୍ରୋଲ ଏବେ ଆଉ ବୋତଲରେ ମିଳିବ ନାହିଁ, କେବଳ ଏହିସବୁ ଜିନିଷରେ ନେଇ ପାରିବେ ପେଟ୍ରୋଲ ଡିଜେଲ
ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର। ଖୋଲା ପାତ୍ରରେ … Read more