ବଳଙ୍ଗାରୁ ୩ ଅଭିଯୁକ୍ତଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ..ଏବେ ସିକ୍ରେଟ ଜାଗାରେ ଲୁଚାଇ ରଖିଛି, ଜାଣନ୍ତୁ ପୁରା ଖବର
ପୁରୀ ଜିଲ୍ଲା ବଳଙ୍ଗା ନାବାଳିକାକୁ ପୋଡ଼ି ଘଟଣା । ସନ୍ଦେହରେ ଆଜି ୩ ଜଣଙ୍କୁ ଉଠାଇ ନେଲା ବଳଙ୍ଗା ପୋଲିସ । ଯୁବକ ମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ବଳଙ୍ଗା ପୋଲିସ ସମେତ ୩ ଜଣିଆ ସ୍ପେଶାଲ ଟିମ୍ ଯୁବକଙ୍କୁ ପଚରାଉଚରା କରୁଛି । ଏ ପର୍ଯ୍ୟନ୍ତ ବଳଙ୍ଗା ପୋଲିସ ପାଖାପାଖି ୪୦ରୁ ଅଧିକ ସନ୍ଦିଗ୍ଧଙ୍କୁ ଥାନାକୁ ଆଣି ପଚରାଉଚରା କରିଛି। ଏପଟେ ଆଜି ମଧ୍ୟ ବଳଙ୍ଗା ଅଞ୍ଚଳରେ କ୍ରାଇମବ୍ରାଞ୍ଚ ଅଧିକ ଛାନବିନ୍ ଚଳାଇଥିବା … Read more