ଏଣିକି ଚାଉଳ ବଦଳରେ ମିଳିବ ଟଙ୍କା! ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ପିଏମ ନୋଡାଲ ଅଧିକାରୀ, ଜାଣନ୍ତୁ ପୁରା ଖବର
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ମିଳିବ ୧୧ ଦିନର ମଧ୍ୟାହ୍ନ ଭୋଜନ ଚାଉଳ ଏବଂ ଟଙ୍କା । ରାଜ୍ୟର ସମସ୍ତ ଶିଶୁ (ବାଲ୍)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ପିଏମ୍ ପୋଷଣ ରାଜ୍ୟ ନୋଡାଲ୍ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର ଏନେଇ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି । ଏଥିପ୍ରତି ଜିଲା ଶିକ୍ଷା … Read more