ନିଜର ବୋଲ୍ଡ ଫଟୋରେ‌ ସମସ୍ତଙ୍କୁ ପାଗଳ କରୁଥିବା ଅଭିନେତ୍ରୀ ପୁନମ ଚାଲିଗଲେ, ଜାଣନ୍ତୁ ପୁରା ଖବର

 
Poonam Pandey

ଅଭିନେତ୍ରୀ ତଥା ସୋସିଆଲ ମିଡିଆ ସେନ୍ସସେସନ ପୁନମ ପାଣ୍ଡେଙ୍କ ଦେହାନ୍ତ ହୋଇଛି । ଅଭିନେତ୍ରୀଙ୍କ ଗର୍ଭାଶୟ କର୍କଟରେ ମୃତ୍ୟୁ ଘଟିଛି ବୋଲି ତାଙ୍କ ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ପୋଷ୍ଟ ସେୟାର କରି ଏହି ସୂଚନା ଦିଆଯାଇଛି । ତେବେ ଅଭିନେତ୍ରୀଙ୍କ ଦେହାନ୍ତ ଖବର ଶୁଣି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ଇଣ୍ଡଷ୍ଟ୍ରି ଏବଂ ଫ୍ୟାନ୍ସଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି ।

Poonam Pandey

କମ୍ ବୟସରେ ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ଚକିତ କରିଦେଇଛି । ତେବେ ପୁନମ ପାଣ୍ଡେଙ୍କ ମ୍ୟାନେଜର ଏହି ସୂଚନା ଦେଇଛନ୍ତି। ଫେବ୍ରୁଆରି ୧ ତାରିଖ ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଅଭିନେତ୍ରୀଙ୍କ ଗର୍ଭାଶୟ କର୍କଟରେ ମୃତ୍ୟୁ ଘଟିଛି ବୋଲି ତାଙ୍କ ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ପୋଷ୍ଟ ସେୟାର କରି ଏହି ସୂଚନା ଦିଆଯାଇଛି । ତେବେ ଅଭିନେତ୍ରୀଙ୍କ ଦେହାନ୍ତ ଖବର ଶୁଣି ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିଥିବା ବେଳେ ଇଣ୍ଡଷ୍ଟ୍ରି ଏବଂ ଫ୍ୟାନ୍ସଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି ।

Poonam Pandey

ନିଜର ବୋଲ୍ଡ ଅନ୍ଦାଜ ଓ ହଟ ଫଟୋସୁଟ ପାଇଁ ପୁନମ ସବୁବେଳେ ଚର୍ଚ୍ଚାରେ ରହୁଥିଲେ । ଅନେକ ଥର ନିଜର ମନ୍ତବ୍ୟ ପାଇଁ ମଧ୍ୟ ବିବାଦ ଘେରକୁ ଆସିଥିଲେ ।ପୁନମ ପାଣ୍ଡେ ୨୦୧୩ରେ ଫିଲ୍ମ 'ନଶା' ଜରିଆରେ ବଲିଉଡରେ ଡେବ୍ୟୁ କରିଥିଲେ । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି ।